YouVersion-logo
BibelLæseplanerVideoer
Download appen
Sprogvælger
Søgeikon

Populære bibelvers fra ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 17

1

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 17:1

ଓଡିଆ ବାଇବେଲ

ORYIRV

ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 17:1

2

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 17:5

ଓଡିଆ ବାଇବେଲ

ORYIRV

ପୁଣି, ତୁମ୍ଭ ନାମ ଅବ୍ରାମ ଆଉ ରହିବ ନାହିଁ, ମାତ୍ର ଅବ୍ରହାମ ହେବ। ଯେହେତୁ ଆମ୍ଭେ ତୁମ୍ଭକୁ ଅନେକ ଗୋଷ୍ଠୀର ଆଦିପିତା କଲୁ।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 17:5

3

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 17:7

ଓଡିଆ ବାଇବେଲ

ORYIRV

ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶ-ପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 17:7

4

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 17:4

ଓଡିଆ ବାଇବେଲ

ORYIRV

“ଦେଖ, ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରୁଅଛୁ, ତୁମ୍ଭେ ଅନେକ ଗୋଷ୍ଠୀର ଆଦିପୁରୁଷ ହେବ।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 17:4

5

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 17:19

ଓଡିଆ ବାଇବେଲ

ORYIRV

ସେତେବେଳେ ପରମେଶ୍ୱର କହିଲେ, “ତୁମ୍ଭର ଭାର୍ଯ୍ୟା ସାରା ତୁମ୍ଭ ନିମନ୍ତେ ନିଶ୍ଚୟ ପୁତ୍ର ପ୍ରସବ କରିବ, ପୁଣି, ତୁମ୍ଭେ ତାହାର ନାମ ଇସ୍‍ହାକ ରଖିବ, ପୁଣି, ଆମ୍ଭେ ତାହା ସହିତ ଆପଣା ନିୟମ ସ୍ଥିର କରିବା; ତାହା ତାହାର ଭବିଷ୍ୟତ ବଂଶ ପକ୍ଷରେ ଚିରସ୍ଥାୟୀ ନିୟମ ହେବ।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 17:19

6

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 17:8

ଓଡିଆ ବାଇବେଲ

ORYIRV

ପୁଣି, ତୁମ୍ଭେ ଏବେ ଏହି ଯେଉଁ କିଣାନ ଦେଶରେ ପ୍ରବାସ କରୁଅଛ, ତହିଁର ସମୁଦାୟ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ଭବିଷ୍ୟତ ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଦେବା ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।”

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 17:8

7

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 17:17

ଓଡିଆ ବାଇବେଲ

ORYIRV

ସେତେବେଳେ ଅବ୍ରହାମ ମୁହଁ ମାଡ଼ି ପଡ଼ି ହସିଲେ, ପୁଣି, ମନେ ମନେ କହିଲେ, “ପୁରୁଷର ଶହେ ବର୍ଷ ବୟସରେ କି ସନ୍ତାନ ଜାତ ହେବ ? ନବେ ବର୍ଷ ବୟସ୍କା ସାରା କି ପ୍ରସବ କରିବ ?”

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 17:17

8

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 17:15

ଓଡିଆ ବାଇବେଲ

ORYIRV

ତହିଁ ଉତ୍ତାରୁ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଆପଣା ଭାର୍ଯ୍ୟା ସାରୀକୁ ଆଉ ସାରୀ ବୋଲି ଡାକ ନାହିଁ; ତାହାର ନାମ ସାରା ହେଲା।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 17:15

9

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 17:11

ଓଡିଆ ବାଇବେଲ

ORYIRV

ତୁମ୍ଭେମାନେ ଆପଣା ଆପଣାର ଲିଙ୍ଗାଗ୍ର ଚର୍ମ ଛେଦନ କରିବ; ଆଉ ତାହା ତୁମ୍ଭମାନଙ୍କ ସହିତ ଆମ୍ଭ ନିୟମର ଚିହ୍ନ ହେବ।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 17:11

10

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 17:21

ଓଡିଆ ବାଇବେଲ

ORYIRV

ମାତ୍ର ଆଗାମୀ ବର୍ଷର ଏହି ସମୟରେ ସାରାର ଗର୍ଭରୁ ଯେଉଁ ଇସ୍‍ହାକ ଜନ୍ମିବ, ତାହା ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରିବା।”

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 17:21

11

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 17:12-13

ଓଡିଆ ବାଇବେଲ

ORYIRV

ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତ୍ୟେକ ପୁତ୍ର ସନ୍ତାନର ଆଠ ଦିନ ବୟସରେ ସୁନ୍ନତ ହେବ। ପୁଣି, ଯେଉଁମାନେ ତୁମ୍ଭର ବଂଶ ନୁହନ୍ତି, ଏପରି ବିଦେଶୀୟ ଯେଉଁ ଲୋକ ତୁମ୍ଭ ଗୃହରେ ଜାତ ଅଥବା ମୂଲ୍ୟରେ କ୍ରୀତ ହୁଏ, ତାହାର ମଧ୍ୟ ସୁନ୍ନତ ହେବ। ପୁଣି, ତୁମ୍ଭର ଗୃହଜାତ ଅଥବା ମୂଲ୍ୟକ୍ରୀତ ଲୋକର ସୁନ୍ନତ ଅବଶ୍ୟ କର୍ତ୍ତବ୍ୟ; ତହିଁରେ ଅନନ୍ତକାଳ ନିମିତ୍ତ ତୁମ୍ଭମାନଙ୍କ ମାଂସରେ ଆମ୍ଭ ନିୟମର ଚିହ୍ନ ଥିବ।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 17:12-13

Forrige Kapitel
Næste Kapitel
YouVersion

Opmuntrer og udfordrer dig til at søge intimitet med Gud hver dag.

Tjeneste

Om

Karrierer

Bliv frivillig

Blog

Presse

Nyttige links

Hjælp

Donér

Bibeloversættelser

Lydbibler

Bibelsprog

Dagens vers


Et digitalt ministerium af

Life.Church
Dansk

©2026 Life.Church / YouVersion

PrivatlivspolitikBetingelser
Procedure for offentliggørelse af sikkerhedssårbarheder
FacebookTwitterInstagramYouTubePinterest