1
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 19:26
ଓଡିଆ ବାଇବେଲ
ORYIRV
ସେହି ସମୟରେ ଲୋଟର ଭାର୍ଯ୍ୟା ପଛଆଡ଼କୁ ଅନାଇବାରୁ ସେ ଲବଣ ସ୍ତମ୍ଭ ହେଲା।
Sammenlign
Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 19:26
2
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 19:16
ତଥାପି ସେ ବିଳମ୍ବ କଲା; ତହିଁରେ ତାହା ପ୍ରତି ସଦାପ୍ରଭୁଙ୍କର ଦୟା ସକାଶୁ ସେମାନେ ତାହାର ଓ ତାହା ଭାର୍ଯ୍ୟାର ଓ ଦୁଇ କନ୍ୟାଙ୍କର ହସ୍ତ ଧରି ସେମାନଙ୍କୁ ନଗରର ବାହାରେ ରଖିଲେ।
Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 19:16
3
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 19:17
ଏହିରୂପେ ସେମାନଙ୍କୁ ବାହାର କରି ଆଣିଲା ଉତ୍ତାରେ ସେମାନଙ୍କ ମଧ୍ୟରୁ ଜଣେ ଲୋଟକୁ କହିଲା, “ପ୍ରାଣରକ୍ଷା ନିମନ୍ତେ ପଳାଅ; ପଛଆଡ଼କୁ ଦୃଷ୍ଟି କର ନାହିଁ ଓ ଏହି ସମସ୍ତ ପ୍ରାନ୍ତର ମଧ୍ୟରେ ହେଁ ରୁହ ନାହିଁ; ପର୍ବତକୁ ପଳାଇ ଯାଅ; ନୋହିଲେ ବିନଷ୍ଟ ହେବ।”
Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 19:17
4
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 19:29
ଏହିରୂପେ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗରର ବିନାଶ ସମୟରେ ପରମେଶ୍ୱର ଅବ୍ରହାମଙ୍କୁ ସ୍ମରଣ କଲେ, ପୁଣି, ଲୋଟ ଯେଉଁ ଯେଉଁ ନଗରରେ ବାସ କରିଥିଲା, ସେହି ସେହି ନଗରର ଉତ୍ପାଟନ ସମୟରେ ଉତ୍ପାଟନ ମଧ୍ୟରୁ ଲୋଟକୁ ବାହାର କଲେ।
Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 19:29