YouVersion-logo
BibelLæseplanerVideoer
Download appen
Sprogvælger
Søgeikon

Populære bibelvers fra ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2

1

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:24

ଓଡିଆ ବାଇବେଲ

ORYIRV

ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:24

2

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:18

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:18

3

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:7

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:7

4

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:23

ଓଡିଆ ବାଇବେଲ

ORYIRV

ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।”

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:23

5

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:3

ଓଡିଆ ବାଇବେଲ

ORYIRV

ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:3

6

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:25

ଓଡିଆ ବାଇବେଲ

ORYIRV

ଆଦମ ଓ ତାଙ୍କର ଭାର୍ଯ୍ୟା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:25

Forrige Kapitel
Næste Kapitel
YouVersion

Opmuntrer og udfordrer dig til at søge intimitet med Gud hver dag.

Tjeneste

Om

Karrierer

Bliv frivillig

Blog

Presse

Nyttige links

Hjælp

Donér

Bibeloversættelser

Lydbibler

Bibelsprog

Dagens vers


Et digitalt ministerium af

Life.Church
English (US)

©2025 Life.Church / YouVersion

PrivatlivspolitikBetingelser
Procedure for offentliggørelse af sikkerhedssårbarheder
FacebookTwitterInstagramYouTubePinterest

Hjem

Bibel

Læseplaner

Videoer