YouVersion-logo
BibelLæseplanerVideoer
Download appen
Sprogvælger
Søgeikon

Populære bibelvers fra ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22

1

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:14

ଓଡିଆ ବାଇବେଲ

ORYIRV

ପୁଣି, ଅବ୍ରହାମ ସେହି ସ୍ଥାନର ନାମ ଯିହୋବା-ଯିରି ରଖିଲେ। ଏଥିପାଇଁ ଆଜି ପର୍ଯ୍ୟନ୍ତ ଲୋକେ କହନ୍ତି, ପର୍ବତରେ ସଦାପ୍ରଭୁ ଯୋଗାଇବେ।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:14

2

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:2

ଓଡିଆ ବାଇବେଲ

ORYIRV

ସେତେବେଳେ ସେ କହିଲେ, “ତୁମ୍ଭେ ଏବେ ଆପଣା ପୁତ୍ରକୁ, ତୁମ୍ଭର ଅଦ୍ୱିତୀୟ ପୁତ୍ରକୁ, ଅର୍ଥାତ୍‍, ତୁମ୍ଭେ ଯାହାକୁ ସ୍ନେହ କର, ସେହି ଇସ୍‍ହାକକୁ ଘେନି ମୋରୀୟା ଦେଶକୁ ଯାଅ; ପୁଣି, ଆମ୍ଭେ ସେହି ଦେଶରେ ଯେଉଁ ପର୍ବତ କହିବା, ସେହି ପର୍ବତ ଉପରେ ତାହାକୁ ହୋମାର୍ଥେ ବଳିଦାନ କର।”

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:2

3

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:12

ଓଡିଆ ବାଇବେଲ

ORYIRV

ତହିଁରେ ସେ କହିଲେ, “ତୁମ୍ଭେ ସେହି ବାଳକର ପ୍ରତିକୂଳରେ ହସ୍ତ ବିସ୍ତାର କର ନାହିଁ ଓ ତାହା ପ୍ରତି କିଛି କର ନାହିଁ; କାରଣ ପରମେଶ୍ୱରଙ୍କ ପ୍ରତି ତୁମ୍ଭର ଭୟ ଅଛି, ଏହା ଏବେ ଆମ୍ଭେ ବୁଝିଲୁ; ଯେହେତୁ ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ହିଁ ଅସମ୍ମତ ନୋହିଲ।”

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:12

4

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:8

ଓଡିଆ ବାଇବେଲ

ORYIRV

ତହିଁରେ ଅବ୍ରହାମ କହିଲେ, “ପୁତ୍ର, ପରମେଶ୍ୱର ଆପେ ହୋମ ପାଇଁ ମେଣ୍ଢାଛୁଆ ଯୋଗାଇବେ।” ତହୁଁ ଦୁହେଁ ଏକତ୍ର ଚାଲିଗଲେ।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:8

5

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:17-18

ଓଡିଆ ବାଇବେଲ

ORYIRV

ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ। ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।”

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:17-18

6

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:1

ଓଡିଆ ବାଇବେଲ

ORYIRV

ଏହି ସମସ୍ତ ଘଟଣା ଉତ୍ତାରେ ପରମେଶ୍ୱର ଅବ୍ରହାମଙ୍କର ପରୀକ୍ଷା ନିମନ୍ତେ କହିଲେ, “ହେ ଅବ୍ରହାମ। ତହିଁରେ ସେ ଉତ୍ତର କଲେ, ଦେଖନ୍ତୁ, ମୁଁ ଏଠାରେ ଅଛି।”

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:1

7

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:11

ଓଡିଆ ବାଇବେଲ

ORYIRV

ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ !” ତହିଁରେ ସେ କହିଲେ, “ଦେଖନ୍ତୁ, ମୁଁ ଏଠାରେ।”

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:11

8

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:15-16

ଓଡିଆ ବାଇବେଲ

ORYIRV

ଆଉ ସଦାପ୍ରଭୁଙ୍କ ଦୂତ ଦ୍ୱିତୀୟ ଥର ଆକାଶରୁ ଅବ୍ରହାମଙ୍କୁ ଡାକି କହିଲେ, “ସଦାପ୍ରଭୁ କହୁଅଛନ୍ତି, ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ଅସମ୍ମତ ନୋହିଲ

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:15-16

9

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:9

ଓଡିଆ ବାଇବେଲ

ORYIRV

ଆଉ ପରମେଶ୍ୱରଙ୍କ ନିରୂପିତ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ଅବ୍ରହାମ ସେଠାରେ ଏକ ଯଜ୍ଞବେଦି ନିର୍ମାଣ କରି ତହିଁ ଉପରେ କାଠ ସଜାଡ଼ି ଆପଣା ପୁତ୍ର ଇସ୍‍ହାକକୁ ବାନ୍ଧି ବେଦିର କାଠ ଉପରେ ଶୁଆଇଲେ।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:9

Forrige Kapitel
Næste Kapitel
YouVersion

Opmuntrer og udfordrer dig til at søge intimitet med Gud hver dag.

Tjeneste

Om

Karrierer

Bliv frivillig

Blog

Presse

Nyttige links

Hjælp

Donér

Bibeloversættelser

Lydbibler

Bibelsprog

Dagens vers


Et digitalt ministerium af

Life.Church
Dansk

©2026 Life.Church / YouVersion

PrivatlivspolitikBetingelser
Procedure for offentliggørelse af sikkerhedssårbarheder
FacebookTwitterInstagramYouTubePinterest