YouVersion-logo
BibelLæseplanerVideoer
Download appen
Sprogvælger
Søgeikon

Populære bibelvers fra ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 24

1

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 24:12

ଓଡିଆ ବାଇବେଲ

ORYIRV

ପୁଣି, “ଏହି ପ୍ରାର୍ଥନା କଲା, ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ବିନୟ କରୁଅଛି, ଆଜି ମୋ’ ସମ୍ମୁଖରେ ଶୁଭଫଳ ଉପସ୍ଥିତ କର, ଆଉ ମୋ’ ପ୍ରଭୁ ଅବ୍ରହାମଙ୍କ ପ୍ରତି ଦୟା କର।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 24:12

2

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 24:14

ଓଡିଆ ବାଇବେଲ

ORYIRV

ସେମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ, ତୁମ୍ଭେ ଆପଣା କଳସ ନୁଆଁଇ ମୋତେ ଜଳ ପାନ କରାଅ, ଏହି କଥା କହିଲେ ସେହି କନ୍ୟା ଯଦି କହିବ, ପାନ କର, ମୁଁ ତୁମ୍ଭର ଓଟମାନଙ୍କୁ ହିଁ ପାନ କରାଇବି, ତେବେ ସେ ତୁମ୍ଭ ଦାସ ଇସ୍‍ହାକ ନିମନ୍ତେ ତୁମ୍ଭର ନିରୂପିତା କନ୍ୟା ହେଉ; ତହିଁରେ ତୁମ୍ଭେ ମୋ’ ପ୍ରଭୁଙ୍କ ପ୍ରତି ଅନୁଗ୍ରହ କରିଅଛ, ଏହା ମୁଁ ଜାଣିବି।”

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 24:14

3

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 24:67

ଓଡିଆ ବାଇବେଲ

ORYIRV

“ସେତେବେଳେ ଇସ୍‍ହାକ ରିବିକାକୁ ଗ୍ରହଣ କରି ଆପଣା ମାତା ସାରାର ତମ୍ବୁକୁ ଘେନି ଯାଇ ତାହାକୁ ବିବାହ କଲା; ପୁଣି, ସେ ତାହାକୁ ପ୍ରେମ କଲା।” ତହିଁରେ ଇସ୍‍ହାକ ମାତୃମରଣ ଶୋକରୁ ସାନ୍ତ୍ୱନା ପାଇଲା।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 24:67

4

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 24:60

ଓଡିଆ ବାଇବେଲ

ORYIRV

ପୁଣି, ରିବିକାକୁ ଆଶୀର୍ବାଦ କରି କହିଲେ, “ତୁମ୍ଭେ ଆମ୍ଭମାନଙ୍କର ଭଗିନୀ, ସହସ୍ର ସହସ୍ର ଲୋକର ମାତା ହୁଅ; ତୁମ୍ଭର ବଂଶ ଆପଣା ଶତ୍ରୁଗଣର ନଗର ଅଧିକାର କରନ୍ତୁ।”

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 24:60

5

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 24:3-4

ଓଡିଆ ବାଇବେଲ

ORYIRV

ମୁଁ ସ୍ୱର୍ଗ ମର୍ତ୍ତ୍ୟର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱରଙ୍କ ନାମରେ ତୁମ୍ଭକୁ ଶପଥ କରାଇବି ଯେ, ଯେଉଁ କିଣାନୀୟ ଲୋକମାନଙ୍କ ମଧ୍ୟରେ ମୁଁ ବାସ କରୁଅଛି, ତୁମ୍ଭେ ସେମାନଙ୍କ ମଧ୍ୟରୁ ମୋ’ ପୁତ୍ରର ବିବାହାର୍ଥେ କୌଣସି କନ୍ୟା ଗ୍ରହଣ କରିବ ନାହିଁ; ମାତ୍ର, ତୁମ୍ଭେ ଆମ୍ଭ ଦେଶୀୟ ଜ୍ଞାତିମାନଙ୍କ ନିକଟକୁ ଯାଇ ମୋ’ ପୁତ୍ର ଇସ୍‍ହାକ ନିମନ୍ତେ କନ୍ୟା ଆଣିବ।”

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 24:3-4

Forrige Kapitel
Næste Kapitel
YouVersion

Opmuntrer og udfordrer dig til at søge intimitet med Gud hver dag.

Tjeneste

Om

Karrierer

Bliv frivillig

Blog

Presse

Nyttige links

Hjælp

Donér

Bibeloversættelser

Lydbibler

Bibelsprog

Dagens vers


Et digitalt ministerium af

Life.Church
Dansk

©2026 Life.Church / YouVersion

PrivatlivspolitikBetingelser
Procedure for offentliggørelse af sikkerhedssårbarheder
FacebookTwitterInstagramYouTubePinterest