YouVersion-logo
BibelLæseplanerVideoer
Download appen
Sprogvælger
Søgeikon

Populære bibelvers fra ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 26

1

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 26:3

ଓଡିଆ ବାଇବେଲ

ORYIRV

ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି, ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 26:3

2

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 26:4-5

ଓଡିଆ ବାଇବେଲ

ORYIRV

ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହି ସବୁ ଦେଶ ଦେବା ଓ ତୁମ୍ଭର ବଂଶ ଦ୍ୱାରା ପୃଥିବୀସ୍ଥ ଯାବତୀୟ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ। ଯେହେତୁ ଅବ୍ରହାମ ଆମ୍ଭର ବାକ୍ୟ ମାନି ଆମ୍ଭର ରକ୍ଷଣୀୟ ବିଷୟ ଆମ୍ଭର ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ପାଳନ କରିଅଛି।”

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 26:4-5

3

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 26:22

ଓଡିଆ ବାଇବେଲ

ORYIRV

ପୁଣି, ସେ ସେଠାରୁ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖୋଳିଲେ। ତହିଁ ନିମିତ୍ତ ସେମାନେ ବିବାଦ ନ କରିବାରୁ ତହିଁର ନାମ ରହୋବୋତ୍‍ (ପ୍ରଶସ୍ତ ସ୍ଥାନ) ରଖିଲେ; କାରଣ ସେ କହିଲେ, ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ଥାନ ଦେଲେ, ଆମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ହେବା।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 26:22

4

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 26:2

ଓଡିଆ ବାଇବେଲ

ORYIRV

ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ତୁମ୍ଭେ ମିସର ଦେଶକୁ ଯାଅ ନାହିଁ; ଆମ୍ଭେ ତୁମ୍ଭକୁ ଯେଉଁ ଦେଶ କହିବା, ସେଠାରେ ବାସ କର।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 26:2

5

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 26:25

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ଇସ୍‍ହାକ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। ଏଥିଉତ୍ତାରେ ସେ ସେହି ସ୍ଥାନରେ ତମ୍ବୁ ସ୍ଥାପନ କରନ୍ତେ, ତାଙ୍କର ଦାସମାନେ ଗୋଟାଏ କୂପ ଖୋଳିଲେ।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 26:25

Forrige Kapitel
Næste Kapitel
YouVersion

Opmuntrer og udfordrer dig til at søge intimitet med Gud hver dag.

Tjeneste

Om

Karrierer

Bliv frivillig

Blog

Presse

Nyttige links

Hjælp

Donér

Bibeloversættelser

Lydbibler

Bibelsprog

Dagens vers


Et digitalt ministerium af

Life.Church
Dansk

©2026 Life.Church / YouVersion

PrivatlivspolitikBetingelser
Procedure for offentliggørelse af sikkerhedssårbarheder
FacebookTwitterInstagramYouTubePinterest