1
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 33:4
ଓଡିଆ ବାଇବେଲ
ORYIRV
ସେତେବେଳେ ଏଷୌ ତାହାକୁ ଭେଟିବାକୁ ଧାଇଁ ଆସି ତାହାର ଗଳା ଧରି ଆଲିଙ୍ଗନ ଓ ଚୁମ୍ବନ କଲା, ପୁଣି, ଦୁହେଁ ରୋଦନ କଲେ।
Sammenlign
Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 33:4
2
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 33:20
ପୁଣି, ସେଠାରେ ଏକ ବେଦି ନିର୍ମାଣ କରି ତାହାର ନାମ ଏଲ-ଇଲୋହେ-ଇସ୍ରାଏଲ ରଖିଲା।
Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 33:20