1
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 40:8
ଓଡିଆ ବାଇବେଲ
ORYIRV
ସେମାନେ କହିଲେ, “ଆମ୍ଭେମାନେ ସ୍ୱପ୍ନ ଦେଖିଅଛୁ, ମାତ୍ର ତହିଁର ଅର୍ଥ କରିବାକୁ କେହି ନାହିଁ।” ତେବେ ଯୋଷେଫ ସେମାନଙ୍କୁ କହିଲେ, “ଅର୍ଥର ଜ୍ଞାନ କି ପରମେଶ୍ୱରଙ୍କର ଅଧୀନ ନୁହେଁ ? ବିନୟ କରୁଅଛି, ତୁମ୍ଭମାନଙ୍କ ସ୍ୱପ୍ନ ମୋତେ କୁହ।”
Sammenlign
Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 40:8
2
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 40:23
ତଥାପି, ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ସ୍ମରଣ କଲା ନାହିଁ, ମାତ୍ର ତାଙ୍କୁ ପାସୋରି ଗଲା।
Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 40:23