1
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 42:21
ଓଡିଆ ବାଇବେଲ
ORYIRV
ଏଥିଉତ୍ତାରେ ସେମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେମାନେ ଆପଣା ଭାଇ ବିଷୟରେ ନିଶ୍ଚୟ ଅପରାଧୀ ଅଟୁ; ସେ ଆମ୍ଭମାନଙ୍କୁ ବିନତି କରିବା ବେଳେ ଆମ୍ଭେମାନେ ତାହା ପ୍ରାଣର ବ୍ୟାକୁଳତା ଦେଖିଲେ ହେଁ ତାହା ଶୁଣିଲୁ ନାହିଁ, ତେଣୁକରି ଆମ୍ଭମାନଙ୍କୁ ଏହି ବିପତ୍ତି ଘଟିଅଛି।
Sammenlign
Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 42:21
2
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 42:6
ସେହି ସମୟରେ ଯୋଷେଫ ସେହି ଦେଶର ଅଧ୍ୟକ୍ଷ ହେବାରୁ ଦେଶୀୟ ଲୋକ ସମସ୍ତଙ୍କୁ ଶସ୍ୟ ବିକ୍ରୟ କରୁଥିଲେ; ତହିଁରେ ଯୋଷେଫଙ୍କର ଭ୍ରାତୃଗଣ ଆସି ତାଙ୍କୁ ଭୂମିଷ୍ଠ ପ୍ରଣାମ କଲେ।
Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 42:6
3
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 42:7
ସେତେବେଳେ ଯୋଷେଫ ଆପଣା ଭାଇମାନଙ୍କୁ ଦେଖି ଚିହ୍ନିଲେ, ମାତ୍ର ସେମାନଙ୍କ ଆଗରେ ଅପରିଚିତ ଲୋକ ପରି ବ୍ୟବହାର କରି କଟୁ କଥାରେ କହିଲେ, “ତୁମ୍ଭେମାନେ କେଉଁଠାରୁ ଆସିଅଛ ?” ସେମାନେ କହିଲେ, “କିଣାନ ଦେଶରୁ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛୁ।”
Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 42:7