YouVersion-logo
BibelLæseplanerVideoer
Download appen
Sprogvælger
Søgeikon

Populære bibelvers fra ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 46

1

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 46:3

ଓଡିଆ ବାଇବେଲ

ORYIRV

ସେତେବେଳେ ସେ କହିଲେ, “ଆମ୍ଭେ ପରମେଶ୍ୱର, ତୁମ୍ଭ ପିତାଙ୍କର ପରମେଶ୍ୱର; ତୁମ୍ଭେ ମିସରକୁ ଯିବା ପାଇଁ ଭୟ କର ନାହିଁ; ଯେହେତୁ ଆମ୍ଭେ ସେଠାରେ ତୁମ୍ଭକୁ ଏକ ବୃହତ ଗୋଷ୍ଠୀ କରିବା।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 46:3

2

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 46:4

ଓଡିଆ ବାଇବେଲ

ORYIRV

ଆମ୍ଭେ ତୁମ୍ଭ ସଙ୍ଗରେ ମିସର ଦେଶକୁ ଯିବା; ପୁଣି, ଆମ୍ଭେ ମଧ୍ୟ ସେଠାରୁ ତୁମ୍ଭକୁ ନିଶ୍ଚୟ ବାହୁଡ଼ାଇ ଆଣିବା, ପୁଣି, ଯୋଷେଫ ନିଜ ହସ୍ତରେ ତୁମ୍ଭର ଚକ୍ଷୁ ମୁଦ୍ରିତ କରିବ।”

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 46:4

3

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 46:29

ଓଡିଆ ବାଇବେଲ

ORYIRV

ତହୁଁ ଯୋଷେଫ ଆପଣା ପିତା ଇସ୍ରାଏଲଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ରଥ ସଜାଇ ଗୋଶନ ପ୍ରଦେଶକୁ ଗମନ କଲେ; ପୁଣି, ତାଙ୍କୁ ଦେଖା ଦେଇ ତାଙ୍କ ଗଳା ଧରି ବହୁତ ସମୟ ପର୍ଯ୍ୟନ୍ତ ରୋଦନ କଲେ।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 46:29

4

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 46:30

ଓଡିଆ ବାଇବେଲ

ORYIRV

ସେତେବେଳେ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଏବେ ମୋହର ମରଣ ହେଉ, ମୁଁ ତୁମ୍ଭ ମୁଖ ଦେଖିଲି, ତୁମ୍ଭେ ତ ଆଜି ପର୍ଯ୍ୟନ୍ତ ବଞ୍ଚିଅଛ।”

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 46:30

Forrige Kapitel
Næste Kapitel
YouVersion

Opmuntrer og udfordrer dig til at søge intimitet med Gud hver dag.

Tjeneste

Om

Karrierer

Bliv frivillig

Blog

Presse

Nyttige links

Hjælp

Donér

Bibeloversættelser

Lydbibler

Bibelsprog

Dagens vers


Et digitalt ministerium af

Life.Church
Dansk

©2026 Life.Church / YouVersion

PrivatlivspolitikBetingelser
Procedure for offentliggørelse af sikkerhedssårbarheder
FacebookTwitterInstagramYouTubePinterest