YouVersion-logo
BibelLæseplanerVideoer
Download appen
Sprogvælger
Søgeikon

Populære bibelvers fra ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 49

1

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 49:10

ଓଡିଆ ବାଇବେଲ

ORYIRV

ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 49:10

2

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 49:22-23

ଓଡିଆ ବାଇବେଲ

ORYIRV

ଯୋଷେଫ ଫଳଦାୟୀ ବୃକ୍ଷର ପଲ୍ଲବ, ସେ ନିର୍ଝର ନିକଟସ୍ଥ ଫଳଦାୟୀ ବୃକ୍ଷର ପଲ୍ଲବ ସ୍ୱରୂପ; ତାହାର ଶାଖା ସକଳ ପ୍ରାଚୀର ଅତିକ୍ରମ କରେ। ଧନୁର୍ଦ୍ଧରମାନେ ତାହାକୁ ଅତିଶୟ କ୍ଳେଶ ଦେଇଅଛନ୍ତି, ପୁଣି, ତାକୁ ତୀର ବିନ୍ଧି ତାଡ଼ନା କରିଅଛନ୍ତି

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 49:22-23

3

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 49:24-25

ଓଡିଆ ବାଇବେଲ

ORYIRV

ମାତ୍ର ତାହାର ଧନ ଦୃଢ଼ ହୋଇ ରହିଲା, ପୁଣି, ଯେ ଯାକୁବର ବଳଦାତା (ତହିଁ ସକାଶୁ ଇସ୍ରାଏଲର ପାଳକ ଓ ଶୈଳ ବୋଲି ବିଖ୍ୟାତ), ଅର୍ଥାତ୍‍, ପୈତୃକ ପରମେଶ୍ୱର, ଯେ ତୁମ୍ଭର ଉପକାର କରିବେ ଓ ସର୍ବଶକ୍ତିମାନ, ଯେ ଉପରିସ୍ଥ ଆକାଶରୁ ମଙ୍ଗଳ, ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରୁ ମଙ୍ଗଳ, ସ୍ତନ ଓ ଗର୍ଭରୁ ମଙ୍ଗଳ ଦେଇ ତୁମ୍ଭକୁ ଆଶୀର୍ବାଦ କରିବେ, ତାହାଙ୍କ ଦ୍ୱାରା ତାହାର ହସ୍ତର ବାହୁ ବଳବାନ ହେଲା।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 49:24-25

4

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 49:8-9

ଓଡିଆ ବାଇବେଲ

ORYIRV

ହେ ଯିହୁଦା, ତୁମ୍ଭର ଭାଇମାନେ ତୁମ୍ଭକୁ ପ୍ରଶଂସା କରିବେ; ତୁମ୍ଭର ହସ୍ତ ତୁମ୍ଭ ଶତ୍ରୁଗଣର ଗଳା ଉପରେ ରହିବ; ତୁମ୍ଭର ପିତୃସନ୍ତାନମାନେ ତୁମ୍ଭକୁ ପ୍ରଣାମ କରିବେ। ଯିହୁଦା ସିଂହଶାବକ; ହେ ପୁତ୍ର, ତୁମ୍ଭେ ମୃଗ ବିଦାରଣରୁ ଉଠି ଆସିଲ; ସେ ନଇଁ ପଡ଼ିଲା, ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା, କିଏ ତାହାକୁ ଉଠାଇବ ?

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 49:8-9

5

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 49:3-4

ଓଡିଆ ବାଇବେଲ

ORYIRV

ହେ ରୁବେନ୍‍, ତୁମ୍ଭେ ମୋହର ପ୍ରଥମଜାତ (ପୁତ୍ର), ମୋହର ବଳ ଓ ମୋ’ ଶକ୍ତିର ପ୍ରଥମ ଫଳ; ପୁଣି, ମହିମାରେ ପ୍ରଧାନ ଓ ପରାକ୍ରମରେ ପ୍ରଧାନ। ତୁମ୍ଭେ ଉଚ୍ଛଳିତ ଜଳ ତୁଲ୍ୟ, ତୁମ୍ଭର ପ୍ରଧାନତା ରହିବ ନାହିଁ; କାରଣ ତୁମ୍ଭେ ଆପଣା ପିତୃଶଯ୍ୟାକୁ ଗମନ କଲ; ତେବେ ତାହା ଅଶୁଚି କଲ; ସେ ମୋହର ଶଯ୍ୟାକୁ ଗଲା।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 49:3-4

Forrige Kapitel
Næste Kapitel
YouVersion

Opmuntrer og udfordrer dig til at søge intimitet med Gud hver dag.

Tjeneste

Om

Karrierer

Bliv frivillig

Blog

Presse

Nyttige links

Hjælp

Donér

Bibeloversættelser

Lydbibler

Bibelsprog

Dagens vers


Et digitalt ministerium af

Life.Church
Dansk

©2026 Life.Church / YouVersion

PrivatlivspolitikBetingelser
Procedure for offentliggørelse af sikkerhedssårbarheder
FacebookTwitterInstagramYouTubePinterest