YouVersion-logo
BibelLæseplanerVideoer
Download appen
Sprogvælger
Søgeikon

Populære bibelvers fra ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9

1

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9:12-13

ଓଡିଆ ବାଇବେଲ

ORYIRV

ପୁନଶ୍ଚ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି; ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9:12-13

2

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9:16

ଓଡିଆ ବାଇବେଲ

ORYIRV

ପୁଣି, ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ୱରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା।”

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9:16

3

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9:6

ଓଡିଆ ବାଇବେଲ

ORYIRV

ଯେକେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ୱାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9:6

4

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9:1

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ପରମେଶ୍ୱର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ, “ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୋଇ ପୃଥିବୀକୁ ପରିପୂର୍ଣ୍ଣ କର।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9:1

5

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9:3

ଓଡିଆ ବାଇବେଲ

ORYIRV

ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍‍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9:3

6

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9:2

ଓଡିଆ ବାଇବେଲ

ORYIRV

ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9:2

7

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9:7

ଓଡିଆ ବାଇବେଲ

ORYIRV

ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୁଅ, ଆଉ ପୃଥିବୀକୁ ପରିପୂର୍ଣ୍ଣ କରି ବର୍ଦ୍ଧିଷ୍ଣୁ ହୁଅ।”

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9:7

Forrige Kapitel
Næste Kapitel
YouVersion

Opmuntrer og udfordrer dig til at søge intimitet med Gud hver dag.

Tjeneste

Om

Karrierer

Bliv frivillig

Blog

Presse

Nyttige links

Hjælp

Donér

Bibeloversættelser

Lydbibler

Bibelsprog

Dagens vers


Et digitalt ministerium af

Life.Church
Dansk

©2026 Life.Church / YouVersion

PrivatlivspolitikBetingelser
Procedure for offentliggørelse af sikkerhedssårbarheder
FacebookTwitterInstagramYouTubePinterest