ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 1:12

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 1:12 ORYIRV

ମାତ୍ର ସେମାନେ ସେମାନଙ୍କୁ ଯେତେ ଅଧିକ କ୍ଳେଶ ଦେଲେ, ସେମାନେ ସେତେ ଅଧିକ ବୃଦ୍ଧି ପାଇଲେ, ପୁଣି, ସେତେ ଅଧିକ ବ୍ୟାପି ଗଲେ। ଏହେତୁ ଇସ୍ରାଏଲର ସନ୍ତାନମାନଙ୍କ ନିମନ୍ତେ ସେମାନେ ଅତିଶୟ ଉଦ୍‍ବିଗ୍ନ ହେଲେ।