ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 11:9

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 11:9 ORYIRV

ସଦାପ୍ରଭୁ ମୋଶାଙ୍କୁ କହିଥିଲେ, ଆମ୍ଭେ ଯେପରି ମିସର ଦେଶରେ ଆପଣା ଆଶ୍ଚର୍ଯ୍ୟକ୍ରିୟା ବହୁସଂଖ୍ୟକ କରିବା, ଏଥିପାଇଁ ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ।