ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2:10

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2:10 ORYIRV

ଏଥିଉତ୍ତାରେ ବାଳକ ବଢ଼ନ୍ତେ, ସେ ତାକୁ ନେଇ ଫାରୋଙ୍କର କନ୍ୟାକୁ ଦେଲା। ତହିଁରେ ବାଳକ ତାହାର ପୁତ୍ର ହେଲା। ତେଣୁ ସେ ତାହାର ନାମ ମୋଶା ଦେଲା; କାରଣ ସେ କହିଲା, “ମୁଁ ଜଳରୁ ଏହାକୁ ଆକର୍ଷଣ କଲି।”