ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2:11-12
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2:11-12 ORYIRV
କାଳକ୍ରମେ ମୋଶା ବଡ଼ ହେଲା ଉତ୍ତାରେ ଦିନକରେ ସେ ଆପଣା ଭ୍ରାତୃଗଣ ନିକଟକୁ ଯାଇ ସେମାନଙ୍କୁ ଭାର ବହିବାର ଦେଖିଲେ; ପୁଣି, ଜଣେ ମିସ୍ରୀୟ ତାହାର ଭ୍ରାତୃଗଣ ମଧ୍ୟରୁ ଜଣେ ଏବ୍ରୀଙ୍କୁ ପ୍ରହାର କରୁଥିବାର ଦେଖିଲେ। ଏହେତୁ ସେ ଏଣେତେଣେ ଅନାଇ କାହାକୁ ନ ଦେଖି ସେହି ମିସ୍ରୀୟକୁ ବଧ କରି ବାଲିରେ ପୋତି ଦେଲେ।

