ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2:9

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2:9 ORYIRV

ତେବେ ଫାରୋଙ୍କର କନ୍ୟା ତାହାଙ୍କୁ କହିଲା, “ତୁମ୍ଭେ ଏ ବାଳକକୁ ନେଇ ମୋ’ ନିମନ୍ତେ ସ୍ତନ୍ୟପାନ କରାଅ; ମୁଁ ତୁମ୍ଭକୁ ବେତନ ଦେବି,” ତହିଁରେ ସେହି ସ୍ତ୍ରୀ ବାଳକକୁ ନେଇ ସ୍ତନ୍ୟପାନ କରାଇଲା।