ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 22:21

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 22:21 ORYIRV

ତୁମ୍ଭେ ବିଦେଶୀ ପ୍ରତି ଅନ୍ୟାୟ ଓ ତାହା ପ୍ରତି ଉପଦ୍ରବ କରିବ ନାହିଁ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।