ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 3:5

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 3:5 ORYIRV

ତହୁଁ ସେ କହିଲେ, “ତୁମ୍ଭେ ଏ ସ୍ଥାନର ନିକଟବର୍ତ୍ତୀ ହୁଅ ନାହିଁ, ତୁମ୍ଭ ପାଦରୁ ପାଦୁକା କାଢ଼; କାରଣ ତୁମ୍ଭେ ଯେଉଁ ସ୍ଥାନରେ ଛିଡ଼ା ହେଉଅଛ, ତାହା ପବିତ୍ର ଭୂମି।”