ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 34:14

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 34:14 ORYIRV

ଯେହେତୁ ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ, କାରଣ ସଦାପ୍ରଭୁଙ୍କ ନାମ (ସ୍ୱଗୌରବ ରକ୍ଷଣରେ) ଉଦ୍‍ଯୋଗୀ, ସେ (ସ୍ୱଗୌରବ ରକ୍ଷଣରେ) ଉଦ୍‍ଯୋଗୀ ପରମେଶ୍ୱର ଅଟନ୍ତି।