ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 4:14
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 4:14 ORYIRV
ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତେଣୁ ସେ କହିଲେ, “ଲେବୀୟ ହାରୋଣ କି ତୁମ୍ଭର ଭାଇ ନୁହେଁ ? ଆମ୍ଭେ ଜାଣୁ, ସେ ସୁବକ୍ତା। ଆଉ ଦେଖ, ସେ ତୁମ୍ଭ ସଙ୍ଗରେ ସାକ୍ଷାତ କରିବାକୁ ଆସୁଅଛି; ପୁଣି, ତୁମ୍ଭକୁ ଦେଖି ହୃଷ୍ଟଚିତ୍ତ ହେବ।


