ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 8:16

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 8:16 ORYIRV

ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ, ସମସ୍ତ ମିସର ଦେଶରେ ଯେପରି ଉକୁଣିଆ ପୋକ ହୁଅଇ, ଏଥିପାଇଁ ତୁମ୍ଭେ ଆପଣା ଯଷ୍ଟି ଉଠାଇ ଭୂମିର ଧୂଳିରେ ପ୍ରହାର କର।”