ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 8:2

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 8:2 ORYIRV

କିନ୍ତୁ ଯଦି ତୁମ୍ଭେ ସେମାନଙ୍କୁ ଯିବାକୁ ଦେବା ପାଇଁ ମନା କରିବ, ତେବେ ଦେଖ, ଆମ୍ଭେ ବେଙ୍ଗ ଦ୍ୱାରା ତୁମ୍ଭର ସମସ୍ତ ଦେଶକୁ ଦଣ୍ଡ ଦେବା।