ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 25:32-33

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 25:32-33 ORYIRV

ଏଷୌ ଉତ୍ତର କଲା, “ଦେଖ, ମୁଁ ମଲା ପରି, ଜ୍ୟେଷ୍ଠାଧିକାରରେ ମୋର କି ଲାଭ ?” ଯାକୁବ କହିଲା, “ତୁମ୍ଭେ ଆଜି ମୋ’ ନିକଟରେ ଶପଥ କର,” ତହିଁରେ ସେ ତାହା ନିକଟରେ ଶପଥ କଲା। ଏହିରୂପେ ସେ ଆପଣା ଜ୍ୟେଷ୍ଠାଧିକାର ଯାକୁବକୁ ବିକ୍ରୟ କରିଦେଲା।