ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 26:4-5

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 26:4-5 ORYIRV

ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହି ସବୁ ଦେଶ ଦେବା ଓ ତୁମ୍ଭର ବଂଶ ଦ୍ୱାରା ପୃଥିବୀସ୍ଥ ଯାବତୀୟ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ। ଯେହେତୁ ଅବ୍ରହାମ ଆମ୍ଭର ବାକ୍ୟ ମାନି ଆମ୍ଭର ରକ୍ଷଣୀୟ ବିଷୟ ଆମ୍ଭର ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ପାଳନ କରିଅଛି।”