ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 28:20-22

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 28:20-22 ORYIRV

ଆଉ ଯାକୁବ ମାନତ କରି କହିଲା, “ଯଦି ପରମେଶ୍ୱର ମୋହର ସହାୟ ହେବେ ଓ ମୋହର ଏହି ଯିବା ପଥରେ ମୋତେ ରକ୍ଷା କରିବେ, ପୁଣି, ଆହାର ନିମନ୍ତେ ଅନ୍ନ ଓ ପରିଧାନ ନିମନ୍ତେ ବସ୍ତ୍ର ଦେବେ, ଆଉ ଯଦି ମୁଁ କୁଶଳରେ ପିତୃଗୃହକୁ ପୁନର୍ବାର ଆସିବି, ତେବେ ସଦାପ୍ରଭୁ ମୋହର ପରମେଶ୍ୱର ହେବେ, ପୁଣି, ମୁଁ ଏହି ଯେଉଁ ପ୍ରସ୍ତର ସ୍ତମ୍ଭ ରୂପେ ସ୍ଥାପନ କରିଅଛି, ତାହା ପରମେଶ୍ୱରଙ୍କ ଗୃହ ହେବ, ଆଉ ତୁମ୍ଭେ ମୋତେ ଯାହା ସବୁ ଦେବ, ତହିଁର ଦଶମାଂଶ ମୁଁ ତୁମ୍ଭଙ୍କୁ ଅବଶ୍ୟ ଦେବି।”