ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 40:8

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 40:8 ORYIRV

ସେମାନେ କହିଲେ, “ଆମ୍ଭେମାନେ ସ୍ୱପ୍ନ ଦେଖିଅଛୁ, ମାତ୍ର ତହିଁର ଅର୍ଥ କରିବାକୁ କେହି ନାହିଁ।” ତେବେ ଯୋଷେଫ ସେମାନଙ୍କୁ କହିଲେ, “ଅର୍ଥର ଜ୍ଞାନ କି ପରମେଶ୍ୱରଙ୍କର ଅଧୀନ ନୁହେଁ ? ବିନୟ କରୁଅଛି, ତୁମ୍ଭମାନଙ୍କ ସ୍ୱପ୍ନ ମୋତେ କୁହ।”