ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 50:24
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 50:24 ORYIRV
ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କୁ କହିଲେ, “ମୁଁ ମରୁଅଛି, ମାତ୍ର ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ପୁଣି, ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବେ।”

