ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 50:25

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 50:25 ORYIRV

ଆହୁରି ଯୋଷେଫ ଇସ୍ରାଏଲଙ୍କର ସନ୍ତାନମାନଙ୍କୁ ଏହି ଶପଥ କରାଇ କହିଲେ, “ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ସେହି ସମୟରେ ତୁମ୍ଭେମାନେ ଏ ସ୍ଥାନରୁ ମୋହର ଅସ୍ଥି ନେଇଯିବ।”