Bibel App logo
Søgeikon

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10:35

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10:35 ORYIRV

ପୁଣି, ସିନ୍ଦୁକ ଅଗ୍ରସର ହେବା ସମୟରେ ମୋଶା କହନ୍ତି, “ସଦାପ୍ରଭୁ, ଉଠ, ପୁଣି, ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହେଉନ୍ତୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ।