Bibel App logo
Søgeikon

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12:6

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12:6 ORYIRV

ତେବେ ସେ କହିଲେ, “ଆମ୍ଭର ବାକ୍ୟ ଶୁଣ; ଯଦି ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍‍ବକ୍ତା ଥାଏ, ତେବେ ଆମ୍ଭେ ସଦାପ୍ରଭୁ କୌଣସି ଦର୍ଶନ ଦ୍ୱାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବା, ଆମ୍ଭେ ସ୍ୱପ୍ନ ଦ୍ୱାରା ତାହା ସହିତ କଥା କହିବା।