1
ଲୂକ 16:10
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଯେ ଅତି ଅଳ୍ପ ବିଷୟରେ ବିଶ୍ଵସ୍ତ, ସେ ବହୁତ ବିଷୟରେ ମଧ୍ୟ ବିଶ୍ଵସ୍ତ ଅଟେ, ପୁଣି ଯେ ଅତି ଅଳ୍ପ ବିଷୟରେ ଅବିଶ୍ଵସ୍ତ ସେ ବହୁତ ବିଷୟରେ ମଧ୍ୟ ଅବିଶ୍ଵସ୍ତ।
Vergleichen
Studiere ଲୂକ 16:10
2
ଲୂକ 16:13
କୌଣସି ଭୃତ୍ୟ ଦୁଇ ପ୍ରଭୁଙ୍କର ଦାସ ହୋଇ ପାରେ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣକୁ ଅବଜ୍ଞା କରିବ। ତୁମ୍ଭେମାନେ ଈଶ୍ଵର ଓ ଧନ ଭଭୟର ଦାସ ହୋଇ ପାର ନାହିଁ।
Studiere ଲୂକ 16:13
3
ଲୂକ 16:11-12
ଅତଏବ, ଯଦି ତୁମ୍ଭେମାନେ ଅଧର୍ମ ଧନରେ ବିଶ୍ଵସ୍ତ ହୋଇନାହଁ, ତେବେ କିଏ ତୁମ୍ଭମାନଙ୍କୁ ବିଶ୍ଵାସ କରି ସତ୍ୟ ଧନ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବ? ଆଉ, ଯଦି ତୁମ୍ଭେମାନେ ପରର ବିଷୟରେ ବିଶ୍ଵସ୍ତ ହୋଇନାହଁ, ତେବେ କିଏ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ନିଜ ବିଷୟ ଦେବେ?
Studiere ଲୂକ 16:11-12
4
ଲୂକ 16:31
କିନ୍ତୁ ସେ ତାହାକୁ କହିଲେ, ଯଦି ସେମାନେ ମୋଶା ଓ ଭାବବାଦୀମାନଙ୍କର କଥା ନ ଶୁଣନ୍ତି, ତାହାହେଲେ ମୃତମାନଙ୍କ ମଧ୍ୟରୁ ଜଣେ ପୁନରୁତ୍ଥିତ ହେଲେ ସୁଦ୍ଧା ସେମାନେ ପରାମର୍ଶ ଗ୍ରହଣ କରିବେ ନାହିଁ।
Studiere ଲୂକ 16:31
5
ଲୂକ 16:18
ଯେକେହି ଆପଣା ସ୍ତ୍ରୀକି ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ; ପୁଣି, ଯେ ସ୍ଵାମୀ ଦ୍ଵାରା ପରିତ୍ୟକ୍ତା ସ୍ତ୍ରୀକି ବିବାହ କରେ, ସେ ବ୍ୟଭିଚାର କରେ।
Studiere ଲୂକ 16:18
Hauptbildschirm
Bibel
Lesepläne
Videos