ଏରଦ୍ ରାଜାର୍ ସାସନ୍ ବେଲେ, ଜିଉଦା ରାଇଜର୍ ବେତ୍ଲିଇମେ ଜିସୁ ଜନମ୍ ଅଇଲା । ଜନମ୍ ଅଇ ଚନେକ୍ ଜିବାକେ ପୁରୁବ୍ ଦେସର୍ କେତେଟା ତାରାର୍ ବିସଇ ପଡ୍ତେ ରଇବା ପଣ୍ଡିତ୍ମନ୍ ଜିରୁସାଲାମେ ଆସି ପାଚାର୍ଲାଇ, “ଜନ୍ ପିଲା ଜିଉଦିମନର୍ ରାଜା ଅଇବାକେ ଜନମ୍ ଅଇଲାଆଚେ, ସେ କନ୍ତି ଆଚେ ? କାଇକେବଇଲେ ଆମେ ପୁରୁବ୍ ଦେସେ ତାର୍ ତାରା ଦେକି ତାକେ ପୁଜା କର୍ବାର୍ ଆସିଆଚୁ ।”
ମାତିଉ 2 lesen
Anhören ମାତିଉ 2
Teilen
Alle Übersetzungen vergleichen: ମାତିଉ 2:1-2
Speichere Verse, lies offline, schau dir Lehrvideos an und vieles mehr!
YouVersion verwendet Cookies, um deine Erfahrung zu personalisieren. Durch die Nutzung unserer Webseite akzeptierst du unsere Verwendung von Cookies, wie in unserer Datenschutzrichtlinie beschrieben
Home
Bibel
Lesepläne
Videos