Logo de YouVersion
Ícono Búsqueda

ମାଥିଉ 28:12-15

ମାଥିଉ 28:12-15 IRVORY

ସେମାନେ ପ୍ରାଚୀନବର୍ଗ ସହିତ ଏକତ୍ର ହୋଇ ମନ୍ତ୍ରଣା କଲା ପରେ ସେହି ସୈନ୍ୟମାନଙ୍କୁ ବହୁତ ଟଙ୍କା ଦେଇ କହିଲେ, ତୁମ୍ଭେମାନେ କୁହ, ଆମ୍ଭେମାନେ ଶୋଇପଡ଼ିଥିବା ସମୟରେ ତାହାଙ୍କର ଶିଷ୍ୟମାନେ ରାତିରେ ଆସି ତାହାଙ୍କୁ ଚୋରି କରି ନେଇଗଲେ। ପୁଣି, ଏ କଥା ଯେବେ ଶାସନକର୍ତ୍ତାଙ୍କ କର୍ଣ୍ଣଗୋଚର ହୁଏ, ତାହାହେଲେ ଆମ୍ଭେମାନେ ତାହାଙ୍କୁ ବୁଝାଇ ତୁମ୍ଭମାନଙ୍କୁ ଚିନ୍ତାରୁ ମୁକ୍ତ କରିବା। ସେଥିରେ ସେମାନେ ଟଙ୍କା ନେଇ ଯେପରି ଶିକ୍ଷା ପାଇଥିଲେ, ସେହିପରି କଲେ। ଏଣୁ ଏହି କଥା ଯିହୁଦୀମାନଙ୍କ ମଧ୍ୟରେ ବ୍ୟାପିଯାଇ ଆଜି ପର୍ଯ୍ୟନ୍ତ ପ୍ରଚଳିତ ଅଛି।

Planes y devocionales gratis relacionados con ମାଥିଉ 28:12-15