Logo de YouVersion
Ícono Búsqueda

ମାଥିଉ 5:29-30

ମାଥିଉ 5:29-30 IRVORY

ଆଉ ତୁମ୍ଭ ଦକ୍ଷିଣ ଚକ୍ଷୁ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ଫୋପାଡ଼ି ଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ। ପୁଣି, ତୁମ୍ଭର ଦକ୍ଷିଣ ହସ୍ତ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ।

Planes y devocionales gratis relacionados con ମାଥିଉ 5:29-30