1
ଯୋହନ 8:12
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବର ଜୀବନର ଜ୍ୟୋତିଃ ପାଇବ।
مقایسه
ଯୋହନ 8:12 را جستجو کنید
2
ଯୋହନ 8:32
ପୁଣି ତୁମ୍ଭେମାନେ ସତ୍ୟ ଜ୍ଞାତ ହେବ ଓ ସେହି ସତ୍ୟ ତୁମ୍ଭମାନଙ୍କୁ ମୁକ୍ତ କରିବ।
ଯୋହନ 8:32 را جستجو کنید
3
ଯୋହନ 8:31
ଅତଏବ, ଯୀଶୁ ତାହାଙ୍କୁ ବିଶ୍ଵାସ କରିଥିବା ଯିହୁଦୀମାନଙ୍କୁ କହିଲେ, ଯଦି ତୁମ୍ଭେମାନେ ମୋହର ବାକ୍ୟରେ ସ୍ଥିର ହୋଇ ରହିବ, ତେବେ ତୁମ୍ଭେମାନେ ପ୍ରକୃତରେ ମୋହର ଶିଷ୍ୟ
ଯୋହନ 8:31 را جستجو کنید
4
ଯୋହନ 8:36
ଅତଏବ, ପୁତ୍ର ଯଦି ତୁମ୍ଭମାନଙ୍କୁ ମୁକ୍ତ କରିବେ, ତାହାହେଲେ ତୁମ୍ଭେମାନେ ପ୍ରକୃତରେ ମୁକ୍ତ ହେବ।
ଯୋହନ 8:36 را جستجو کنید
5
ଯୋହନ 8:7
ମାତ୍ର ସେମାନେ ତାହାଙ୍କୁ ପୁନଃ ପୁନଃ ପଚାରନ୍ତେ, ସେ ମସ୍ତକ ଉତ୍ତୋଳନ କରି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ମଧ୍ୟରେ ଯେ ନିଷ୍ପାପ, ସେ ପ୍ରଥମରେ ତାକୁ ପଥର ଫୋପାଡ଼ୁ।
ଯୋହନ 8:7 را جستجو کنید
6
ଯୋହନ 8:34
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକେହି ପାପ କରେ, ସେ ପାପର ଦାସ।
ଯୋହନ 8:34 را جستجو کنید
7
ଯୋହନ 8:10-11
ପୁଣି, ଯୀଶୁ ମସ୍ତକ ଉତ୍ତୋଳନ କରି ତାକୁ କହିଲେ, ଗୋ ନାରୀ, ସେମାନେ କାହାନ୍ତି? କେହି କଅଣ ତୁମ୍ଭକୁ ଦଣ୍ତନୀୟ ବୋଲି ବିଚାର କଲେ ନାହିଁ? ସେ କହିଲା, କେହି ନାହିଁ, ପ୍ରଭୋ। ସେଥିରେ ଯୀଶୁ କହିଲେ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ତନୀୟ ବୋଲି ବିଚାର କରୁ ନାହିଁ; ଯାଅ, ଆଜିଠାରୁ ଆଉ ପାପ କର ନାହିଁ।]
ଯୋହନ 8:10-11 را جستجو کنید
خانه
كتاب مقدس
برنامههای مطالعه
ویدیوها