لوگو یوورژن
كتاب‌ مقدسبرنامه‌های مطالعهویدیوها
دانلود برنامه
انتخاب زبان
ایکن جستجو

آیات محبوب کتاب مقدس از ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2

1

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:24

ଓଡିଆ ବାଇବେଲ

ORYIRV

ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।

مقایسه

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:24 را جستجو کنید

2

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:18

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”

مقایسه

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:18 را جستجو کنید

3

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:7

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।

مقایسه

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:7 را جستجو کنید

4

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:23

ଓଡିଆ ବାଇବେଲ

ORYIRV

ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।”

مقایسه

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:23 را جستجو کنید

5

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:3

ଓଡିଆ ବାଇବେଲ

ORYIRV

ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।

مقایسه

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:3 را جستجو کنید

6

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:25

ଓଡିଆ ବାଇବେଲ

ORYIRV

ଆଦମ ଓ ତାଙ୍କର ଭାର୍ଯ୍ୟା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା।

مقایسه

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:25 را جستجو کنید

باب‌ قبلی
باب بعدی
یوورژن

به چالش کشیدن و تشویق هر روزه شما برای ایجاد رابطه صمیمی تر با خدا .

خدمت

دربارهٔ

مشاغل

داوطلب شوید.

بلاگ

مطبوعات

لینک‌های مفید

پشتیبانی

اهدای کمک مالی

ترجمه‌های کتاب‌مقدس

کتاب‌ مقدس صوتی

ترجمه‌های موجود کتاب‌مقس

آیۀ روز


یک خدمت دیجیتالی از

لایف‌چرچ
English (US)

©2025 لایف چرچ / یوورژن

قوانین حفظ حریم شخصیشرايط
برنامه افشای آسیب پذیری
فیس‌بوکتویتراینستاگرامبرنامه یوتیوببرنامه پین ترست

خانه

كتاب‌ مقدس

برنامه‌های مطالعه

ویدیوها