لوگو یوورژن
كتاب‌ مقدسبرنامه‌های مطالعهویدیوها
دانلود برنامه
انتخاب زبان
ایکن جستجو

آیات محبوب کتاب مقدس از ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4

1

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:7

ଓଡିଆ ବାଇବେଲ

ORYIRV

ସତ୍କର୍ମ କଲେ, କି ତୁମ୍ଭେ ଉର୍ଦ୍ଧ୍ୱମୁଖ ହେବ ନାହିଁ ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”

مقایسه

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:7 را جستجو کنید

2

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:26

ଓଡିଆ ବାଇବେଲ

ORYIRV

ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ।

مقایسه

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:26 را جستجو کنید

3

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:9

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କ’ଣ ମୋ’ ଭାଇର ରକ୍ଷକ ?”

مقایسه

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:9 را جستجو کنید

4

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:10

ଓଡିଆ ବାଇବେଲ

ORYIRV

ସେ କହିଲେ, “ତୁମ୍ଭେ କଅଣ କରିଅଛ ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।

مقایسه

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:10 را جستجو کنید

5

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:15

ଓଡିଆ ବାଇବେଲ

ORYIRV

ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।

مقایسه

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:15 را جستجو کنید

باب‌ قبلی
باب بعدی
یوورژن

به چالش کشیدن و تشویق هر روزه شما برای ایجاد رابطه صمیمی تر با خدا .

خدمت

دربارهٔ

مشاغل

داوطلب شوید.

بلاگ

مطبوعات

لینک‌های مفید

پشتیبانی

اهدای کمک مالی

ترجمه‌های کتاب‌مقدس

کتاب‌ مقدس صوتی

ترجمه‌های موجود کتاب‌مقس

آیۀ روز


یک خدمت دیجیتالی از

لایف‌چرچ
English (US)

©2025 لایف چرچ / یوورژن

قوانین حفظ حریم شخصیشرايط
برنامه افشای آسیب پذیری
فیس‌بوکتویتراینستاگرامبرنامه یوتیوببرنامه پین ترست

خانه

كتاب‌ مقدس

برنامه‌های مطالعه

ویدیوها