ମାତିଉ 2
2
ପୁରୁବ୍ ଦେସର୍ ପଣ୍ଡିତ୍ମନ୍ ଆଇବାଟା
1ଏରଦ୍ ରାଜାର୍ ସାସନ୍ ବେଲେ, ଜିଉଦା ରାଇଜର୍ ବେତ୍ଲିଇମେ ଜିସୁ ଜନମ୍ ଅଇଲା । ଜନମ୍ ଅଇ ଚନେକ୍ ଜିବାକେ ପୁରୁବ୍ ଦେସର୍ କେତେଟା ତାରାର୍ ବିସଇ ପଡ୍ତେ ରଇବା ପଣ୍ଡିତ୍ମନ୍ ଜିରୁସାଲାମେ ଆସି ପାଚାର୍ଲାଇ, 2“ଜନ୍ ପିଲା ଜିଉଦିମନର୍ ରାଜା ଅଇବାକେ ଜନମ୍ ଅଇଲାଆଚେ, ସେ କନ୍ତି ଆଚେ ? କାଇକେବଇଲେ ଆମେ ପୁରୁବ୍ ଦେସେ ତାର୍ ତାରା ଦେକି ତାକେ ପୁଜା କର୍ବାର୍ ଆସିଆଚୁ ।”
3ପଣ୍ଡିତ୍ମନର୍ କାତା ସୁନି ଏରଦ୍ ରାଜା ଆରି ତାର୍ ସଙ୍ଗ୍ ରଇବା ଜିରୁସାଲାମର୍ ଲକ୍ମନ୍ ସବୁ କିଲ୍ବିଲ୍ ଅଇଗାଲାଇ । 4ଆରି ଏରଦ୍ ସବୁ ମୁକିଅ ପୁଜାରିମନ୍କେ ଆରି ସାସ୍ତର୍ ସିକାଉମନ୍କେ ଡାକାଇ କରି, “ମସିଅ ଜେ କି କିରିସ୍ଟ କନ୍ ଜାଗାଇ ଜନମ୍ ଅଇଆଚେ ?” ସେଟା ସେମନର୍ତେଇ ଅନି ବୁଜ୍ବାକେ ଚେସ୍ଟା କଲା ।
5ପଣ୍ଡିତ୍ମନ୍ ଏରଦ୍ ରାଜାକେ କଇଲାଇ, ଜିଉଦା ରାଇଜର୍ ବେତ୍ଲିଇମ୍ ଗଡେ, ଜନ୍ଟାକି ଗଟେକ୍ ବବିସତ୍ବକ୍ତା ଏନ୍ତାରି ଲେକିଆଚେ । 6ଏ ଜିଉଦା ଦେସର୍ ବେତ୍ଲିଇମ୍,
ତୁଇ ଜିଉଦା ରାଇଜର୍ ମୁକିଅ ଗଡ୍ମନର୍ତେଇ ଅନି ସାନ୍ ନଉଁସ୍,
କାଇକେବଇଲେ ମର୍ ଇସ୍ରାଏଲର୍ ଲକ୍ମନ୍କେ ବାଟ୍ ଦେକାଇସି,
ଏନ୍ତାରି ଗଟେକ୍ ସାସନ୍କାରିଆ ତର୍ତେଇଅନି ଉବଜ୍ସି ।
7ଏଟା ସୁନି କରି ଏରଦ୍ ରାଜା ସେ ପଣ୍ଡିତ୍ମନ୍କେ ଲୁଚ୍ତେ ଡାକାଇ, ତାରା କନ୍ ବେଲାଇ ଉଦିରଇଲା, ସେମନର୍ତେଇ ଅନି ଟିକ୍ ସଙ୍ଗ୍ ବୁଜିନେଲା । 8ତାର୍ପଚେ ସେମନ୍କେ କଇ ପାଟାଇଲା, “ତମେ ଜାଆ ଆରି ବେତ୍ଲିଇମେ ସେ ପିଲାକେ ନିମାନ୍ କରି କଜିଦେକା, ଆରି ପିଲା ମିଲ୍ଲେସରି ମକେ ଜାନାଆ ମୁଇ ମିସା ଜାଇ ତାକେ ଦର୍ସନ୍ କର୍ବି ।”
9ପଣ୍ଡିତ୍ମନ୍ ରାଜାର୍ କାତା ସୁନି ସେ ଜାଗାଇଅନି ବାରିଗାଲାଇ । ଗାଲାବେଲେ ଏଦେ ଦେକା ! ସେମନ୍ ପୁରୁବ୍ ଦେସେ ଜନ୍ ତାରା ଦେକି ରଇଲାଇ, ସେ ତାରା ଆରି ତରେକ୍ ଡିସ୍ଲା । 10ସେମନ୍ ତାରା ଦେକି ବେସି ସାର୍ଦା ଅଇଗାଲାଇ । ତାରା ସେମନର୍ ଆଗେ ଜାଇକରି ଜିସୁ ରଇଲା ଜାଗାର୍ ଉପ୍ରେ ଅଟ୍କିଗାଲା । 11ପଣ୍ଡିତ୍ମନ୍ ସେ ଗର୍ ବିତ୍ରେ ପୁରି ପିଲାକେ ତାର୍ ମା ମରିୟମ୍ ସଙ୍ଗ୍ ରଇଲାଟା ଦେକି, ତାକେ ମାଣ୍ଡିକୁଟା ଦେଇ ଜୁଆର୍ କଲାଇ, ଆରି ଆନିରଇବା ସୁନା, କୁନ୍ଦୁୁରୁ ଆରି ଗନ୍ଦ୍ରସ୍ ବେଟି, ପିଲାକେ ଦେଲାଇ ।
12ପଚେ ସେମନ୍ ଏରଦର୍ ଲଗେ ଆରିତରେକ୍ ନ ଜାଇକରି ବିନ୍ ବାଟେ ନିଜର୍ ଦେସେ ବାଉଡି ଗାଲାଇ । କାଇକେବଇଲେ ଏରଦର୍ ଟାନେ ଆରିତରେକ୍ ବାଉଡି ନ ଜିବାକେ ପର୍ମେସର୍ ସେମନ୍କେ ସପ୍ନେ ଆଦେସ୍ ଦେଇରଇଲା ।
ମିସର୍ ଦେସେ ଜିବାଟା
13ପଣ୍ଡିତ୍ମନ୍ ଗାଲାପଚେ, ପର୍ମେସରର୍ ଗଟେକ୍ ଦୁତ୍ ଜସେପ୍କେ ସପ୍ନେ ଦର୍ସନ୍ ଦେଇ କଇଲା, “ଉଟ୍, ପିଲାକେ ଆରି ତାକର୍ ଆୟାକେ ଦାରି ମିସର୍ ଦେସେ ଦାପ୍ରେ ଉଟିଜା । ଏରଦ୍ ପିଲାକେ ମରାଇବାକେ କଜିବୁଲ୍ସି । ମୁଇ ସେ ଜାଗା ଚାଡା ବଲି ନ କଇବା ଜାକ ତେଇସେ ରୁଆ ।”
14ଏ କାତା ସୁନି ଜସେପ୍ ସେ ରାତି, ପିଲାକେ ଆରି ତାର୍ ମାକେ ଦାରି ମିସର୍ ଦେସେ ଉଟିଗାଲା । 15ଏରଦ୍ ରାଜା ମର୍ବା ଜାକ ମିସର୍ ଦେସେସେ ରଇଲାଇ, ଜେନ୍ତାର୍ କି ବବିସତ୍ବକ୍ତା କଇରଇଲା ମାପ୍ରୁର୍ ବାକିଅ ସିଦ୍ ଅଇଲା, ମର୍ ପିଲାକେ ମୁଇ ମିସର୍ ଦେସେଅନି ଡାକି ଆନ୍ଲି ।
ପିଲାମନ୍କେ ମରାଇବାଟା
16ପୁରୁବ୍ ଦେସେଅନି ଆସିରଇଲା ପଣ୍ଡିତ୍ମନ୍ ତାକେ ନାଡାଇ କରି ଉଟିଗାଲାଇ ଆଚତ୍ ବଲି ଜାନି, ଏରଦ୍ ବେସି ରିସା ଅଇଗାଲା । ବେତ୍ଲିଇମ୍ ଆରି ସେ ଲଗେ ପାକେ ରଇବା ଦୁଇ ବରସ୍ ଅନି ତଲେ ରଇଲା ସବୁ ପିଲାମନ୍କେ ମରାଇବାକେ ଆଦେସ୍ ଦେଲା । ପଣ୍ଡିତ୍ମନର୍ ଟାନେଅନି ତାରା ଡିସ୍ତେ ରଇବା ବେଲା ସେ ଜାନିରଇଲା । ସେ ଇସାବେ ପିଲାମନର୍ ବରସ୍ ଟିକ୍ କରିରଇଲା ।
17ଏନ୍ତି ଅଇଲାଜେ ଜିରିମିୟ ବବିସତ୍ବକ୍ତା କଇଲା ଏ ବାକିଅ ପୁରାପୁରୁନ୍ ଅଇଲା । ସେ ଏନ୍ତି କଇରଇଲା,
18ରାମା ନାଉଁର୍ ସଅରେ
ମାର୍ଚପ୍ ଅଇ କାନ୍ଦ୍ବାଟା ସୁନି ଅଇଲାନି,
ରାଏଲ୍ ତାର୍ ପିଲାମନର୍ ପାଇ କାନ୍ଦ୍ଲାନି ।
ତାକେ ଜେତେକ୍ ବୁଜାଇଲେ ମିସା ବୁଜେନାଇ ।
କାଇକେବଇଲେ ତାର୍ ପିଲାମନ୍ ସବୁ ମରିଜାଇରଇଲାଇ ।
ମିସର୍ ଦେସେଅନି ବାଅଡ୍ବାଟା
19ଏରଦ୍ ମଲାପଚେ, ଏଦେ ଦେକା ! ମାପ୍ରୁର୍ ଗଟେକ୍ ଦୁତ୍ ମିସର୍ ଦେସେ ଜସେପ୍କେ ଦର୍ସନ୍ ଦେଇ କଇଲା, 20“ଉଟ୍ ଆରି ବାରଇକରି, ଦୁଇ ମାଆ ପିଲାକେ ଇସ୍ରାଏଲ୍ ଦେସେ ଦାରିଜା । କାଇକେବଇଲେ ଜନ୍ ଲକ୍ମନ୍ କି ପିଲାର୍ ଜିବନ୍ ନେବାକେ ଚେସ୍ଟା କର୍ତେରଇଲାଇ, ସେମନ୍ ମରିଗାଲାଇ ଆଚତ୍ ।” 21ଜସେପ୍ ଏ କାତା ସୁନି ଜିସୁ ଆରି ତାର୍ ମାଆ ମରିୟମ୍ ସଙ୍ଗ୍ ବାରଇକରି ଇସ୍ରାଏଲ୍ ଦେସେ ବାଉଡି ଆଇଲାଇ ।
22ମାତର୍ ଜସେପ୍, ଏରଦର୍ ପଚେ ତାର୍ ପଅ ଆର୍କିଲାୟ ଜିଉଦା ରାଇଜର୍ ରାଜା ଅଇଆଚେ ବଲି ସୁନିକରି ତେଇ ଜିବାକେ ଡର୍ଲା । 23#ମାର୍କ ୧:୨୪; ଲୁକ୍ ୨:୩୯; ଜଅନ୍ ୧:୪୫ମାତର୍ ଆରିଗଟେକ୍ ବିନ୍ ସପନ୍ ଇସାବେ ଗାଲିଲି ଦେସେ ଜାଇକରି ନାଜରିତ୍ ନାଉଁର୍ ଗଡେ ବାସା ଅଇ ରଇଲା । ଜେନ୍ତାର୍ କି ବବିସତ୍ବକ୍ତା କଇଲା ଏ ବାକିଅ ସିଦ୍ ଅଇଲା । ସେ ଏନ୍ତି ବଲି କଇରଇଲା, “ସେ ନାଜରିତିୟା ବଲି ଡାକ୍ପୁଟା ଅଇସି ।”
اکنون انتخاب شده:
ମାତିଉ 2: Saa25
هایلایت
کپی
مقایسه
به اشتراک گذاشتن
می خواهید نکات برجسته خود را در همه دستگاه های خود ذخیره کنید؟ برای ورودثبت نام کنید یا اگر ثبت نام کرده اید وارد شوید
The Desiya Bible © The Word for the World International and Desiya Translation Samithi, Koraput, Odisha. 2025

: