1
ପ୍ରେରିତ 22:16
ପବିତ୍ର ବାଇବଲ
OERV
ତୁମ୍ଭେ ବର୍ତ୍ତମାନ ଆଉ ଅପେକ୍ଷା କର ନାହିଁ। ଶୀଘ୍ର ଉଠ ଓ ବାପ୍ତିଜିତ ହୁଅ ଏବଂ ଯୀଶୁଙ୍କ ନାମରେ ତୁମ୍ଭର ପାପରୁ ଧୋଇ ହୁଅ।’
Vertaa
Tutki ପ୍ରେରିତ 22:16
2
ପ୍ରେରିତ 22:14
“ସେ ମୋତେ କହିଲେ, ‘ଆମ୍ଭମାନଙ୍କ ପୈତୃକ ପରମେଶ୍ୱର ତାହାଙ୍କର ଇଚ୍ଛା ଜାଣିବା ନିମନ୍ତେ, ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ଓ ତାହାଙ୍କ ମୁଖର କଥା ଶୁଣିବା ନିମନ୍ତେ ତୁମ୍ଭକୁ ମନୋନୀତ କରି ଅଛନ୍ତି।
Tutki ପ୍ରେରିତ 22:14
3
ପ୍ରେରିତ 22:15
କାରଣ ତୁମ୍ଭେ ସମସ୍ତ ଲୋକମାନଙ୍କ ପାଖରେ ତାହାଙ୍କର ସାକ୍ଷୀ ହେବ। ତୁମ୍ଭେ ଯାହା ଯାହା ଦେଖିଛ ଓ ଶୁଣିଛ, ତାହା ସମସ୍ତଙ୍କୁ କହିବ।
Tutki ପ୍ରେରିତ 22:15