1
ପ୍ରେରିତ 26:17-18
ପବିତ୍ର ବାଇବଲ
OERV
ମୁଁ ତୁମ୍ଭକୁ ତୁମ୍ଭ ନିଜ ଓ ଅନ୍ୟ ଦେଶର ଲୋକମାନଙ୍କଠାରୁ ରକ୍ଷା କରିବି। ସେମାନଙ୍କର ଆଖି ଖୋଲି ଦେବା ପାଇଁ ମୁଁ ତୁମ୍ଭକୁ ପଠାଉଛି। ତୁମ୍ଭେ ସେହି ଲୋକମାନଙ୍କୁ ସତ୍ୟ ପଥ ଦେଖାଇବ ଓ ସେମାନଙ୍କୁ ଅନ୍ଧକାରରୁ ଆଲୋକକୁ ଆଣିବ। ତୁମ୍ଭେ ସେମାନଙ୍କୁ ଶୟତାନର ଶକ୍ତି ନିକଟରୁ ଦୂରେଇ ନେଇ ପରମେଶ୍ୱରଙ୍କ ପାଖକୁ ଆଣିବ। ତେବେ ସେମାନଙ୍କର ପାପକୁ କ୍ଷମା କରାଯିବ। ଯେଉଁମାନେ ମୋତେ ବିଶ୍ୱାସ କରି ପବିତ୍ର ହୋଇଛନ୍ତି ସେମାନଙ୍କ ମଧ୍ୟରେ ସେମାନେ ସ୍ଥାନ ପାଇବେ।’”
Vertaa
Tutki ପ୍ରେରିତ 26:17-18
2
ପ୍ରେରିତ 26:16
ତୁମ୍ଭେ ଏବେ ଠିଆହୁଅ। ମୁଁ ତୁମ୍ଭକୁ ଜଣେ ସେବକରୂପେ ନିଯୁକ୍ତ କରିବା ପାଇଁ ତୁମ୍ଭ ନିକଟରେ ଦେଖା ଦେଇଅଛି। ତୁମ୍ଭେ ମୋ’ ବିଷୟରେ ଯାହା ଦେଖିଲ, ଓ ଯାହା ମୁଁ ତୁମ୍ଭକୁ ଦେଖାଇବି, ତୁମ୍ଭେ ତା'ର ସାକ୍ଷୀହେବ।
Tutki ପ୍ରେରିତ 26:16
3
ପ୍ରେରିତ 26:15
“ମୁଁ ପଗ୍ଭରିଲି, ‘ପ୍ରଭୁ, ଆପଣ କିଏ?’ “ସେ କହିଲେ, ‘ମୁଁ ସେହି ଯୀଶୁ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଛ।’
Tutki ପ୍ରେରିତ 26:15
4
ପ୍ରେରିତ 26:28
ଆଗ୍ରିପ୍ପା ପାଉଲଙ୍କୁ କହିଲେ, “ତୁମ୍ଭେ କ’ଣ ଏତେ ସହଜରେ ମୋତେ ଖ୍ରୀଷ୍ଟିୟାନ କରିଦେବ ବୋଲି ଭାବୁଛ?”
Tutki ପ୍ରେରିତ 26:28