1
ପ୍ରେରିତ 7:59-60
ପବିତ୍ର ବାଇବଲ
OERV
ପଥର ଫୋପାଡ଼ିବା ସମୟରେ ସ୍ତିଫାନ ପ୍ରାର୍ଥନା କରି କହିଲେ, “ହେ ପ୍ରଭୁ ଯୀଶୁ, ମୋ’ ଆତ୍ମାକୁ ଗ୍ରହଣ କର।” ତା'ପରେ ସେ ଆଣ୍ଠୁମାଡ଼ି ପଡ଼ି ଜୋର୍ରେ କହିଲେ, “ହେ ପ୍ରଭୁ, ଏହି ପାପ ନିମନ୍ତେ ଏମାନଙ୍କୁ ଅପରାଧୀ ଗଣନା କର ନାହିଁ।” ଏହା କହି ସେ ମୃତ୍ୟୁବରଣ କଲେ।
Vertaa
Tutki ପ୍ରେରିତ 7:59-60
2
ପ୍ରେରିତ 7:49
‘ସ୍ୱର୍ଗ ମୋହର ସିଂହାସନ ପୃଥିବୀ ମୋହର ପାଦପୀଠ। ତୁମ୍ଭେମାନେ ମୋ’ ପାଇଁ କି ପ୍ରକାରର ମନ୍ଦିର ନିର୍ମାଣ କରିବ? ମୋର ବିଶ୍ରାମ ନେବା ପାଇଁ ସ୍ଥାନ କେଉଁଠି?
Tutki ପ୍ରେରିତ 7:49
3
ପ୍ରେରିତ 7:57-58
ଏଥିରେ ଯିହୂଦୀ ନେତାମାନେ କାନରେ ହାତ ଦେଇ ଖୁବ୍ ଜୋର୍ରେ ପାଟି କଲେ। ସେମାନେ ଏକାଠି ହୋଇ ସ୍ତିଫାନଙ୍କ ଆଡ଼କୁ ଦୌଡ଼ିଲେ। ସେମାନେ ତାହାଙ୍କୁ ନଗର ବାହାରକୁ ଟାଣି ନେଇ ପଥର ମାରିବା ଆରମ୍ଭ କରିଦେଲେ। ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକର ପାଖରେ ସେମାନଙ୍କର ଲୁଗାପଟା ରଖିଲେ।
Tutki ପ୍ରେରିତ 7:57-58