1
ରୋମୀୟ 10:9
ପବିତ୍ର ବାଇବଲ
OERV
ଯଦି ତୁମ୍ଭେ ନିଜ ମୁହଁରେ କୁହ, “ଯୀଶୁ ପ୍ରଭୁ ଅଟନ୍ତି,” ଓ ତୁମ୍ଭର ମନ ବିଶ୍ୱାସ କରେ ଯେ, ପରମେଶ୍ୱର ଯୀଶୁଙ୍କୁ ମୃତ୍ୟୁର ଉଠାଇ ଆଣିଥିଲେ; ତେବେ ତୁମ୍ଭେ ଉଦ୍ଧାର ପାଇଯିବ।
Vertaa
Tutki ରୋମୀୟ 10:9
2
ରୋମୀୟ 10:10
ହୃଦୟରେ ବିଶ୍ୱାସ ଦ୍ୱାରା ଆମ୍ଭେ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେଉ ଓ ମୁଖ ଦ୍ୱାରା କହି ବିଶ୍ୱାସକୁ ପ୍ରକାଶ କଲେ ଆମ୍ଭେ ଉଦ୍ଧାର ପାଉ।
Tutki ରୋମୀୟ 10:10
3
ରୋମୀୟ 10:17
ସୁସମାଗ୍ଭର ଶୁଣିଲେ ବିଶ୍ୱାସ ହୁଏ ଓ ଜଣେ କିଏ ଖ୍ରୀଷ୍ଟଙ୍କ ବିଷୟରେ କହିଲେ ଲୋକେ ଶୁଣନ୍ତି।
Tutki ରୋମୀୟ 10:17
4
ରୋମୀୟ 10:11-13
ଶାସ୍ତ୍ର କୁହେ: “ଯିଏ ତାହାଙ୍କୁ (ଖ୍ରଷ୍ଟଙ୍କୁ) ବିଶ୍ୱାସ କରେ ସେ ଲଜ୍ଜିତ ହେବ ନାହିଁ।” ଏଠାରେ “ଯିଏ” ର ଅର୍ଥ ଯିହୂଦୀ ଓ ଅଣଯିହୂଦୀମାନଙ୍କ ଭିତରେ ଭେଦ ନ ଥିବା ସୂଗ୍ଭଏ। ସମସ୍ତ ଲୋକଙ୍କର ଜଣେ ପ୍ରଭୁ। ଯେଉଁ ଲୋକେ ତାହାଙ୍କୁ ବିଶ୍ୱାସ କରନ୍ତି, ପରମେଶ୍ୱର ସେମାନଙ୍କୁ ଅନେକ ଆଶୀର୍ବାଦ କରନ୍ତି। ଶାସ୍ତ୍ର କୁହେ: “ପ୍ରଭୁଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ଲୋକ ପରିତ୍ରାଣ ପାଇବ।”
Tutki ରୋମୀୟ 10:11-13
5
ରୋମୀୟ 10:15
ଏହି ଉପଦେଶ ଦେବା ଲୋକ ଜଣକୁ କାହା ଦ୍ୱାରା ନ ପଠାଗଲେ ବା ସେ କିପରି ଉପଦେଶ ଦେବ? ଶାସ୍ତ୍ରରେ ଲେଖା ଅଛି: “ସୁସମାଗ୍ଭର ଦେବା ପାଇଁ ଆସିବା ଲୋକର ପାଦ କେତେ ସୁନ୍ଦର ଅଟେ।”
Tutki ରୋମୀୟ 10:15
6
ରୋମୀୟ 10:14
କିନ୍ତୁ ଲୋକେ ବିଶ୍ୱାସ କଲା ପରେ ହିଁ ପ୍ରଭୁଙ୍କୁ ସାହାଯ୍ୟ ପାଇଁ ଡାକି ପାରିବେ। ତାହାଙ୍କ ବିଷୟରେ ଶୁଣି ସାରିଲା ପରେ ହିଁ, ଲୋକେ ତାହାଙ୍କ ବିଷୟରେ ବିଶ୍ୱାସ କରି ପାରିବେ। କିଏ ଜଣେ ସେମାନଙ୍କୁ କହିଲା ପରେ ହିଁ ଲୋକେ ତାହାଙ୍କ ବିଷୟରେ ଶୁଣି ପାରିବେ।
Tutki ରୋମୀୟ 10:14
7
ରୋମୀୟ 10:4
ଖ୍ରୀଷ୍ଟ ବ୍ୟବସ୍ଥାକୁ ସମାପ୍ତ କଲେ ଯେପରି, ତାହାଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କଠାରେ ଧାର୍ମିକ ହୋଇ ପାରିବ।
Tutki ରୋମୀୟ 10:4