ପ୍ରେରିତ 1:10-11

ପ୍ରେରିତ 1:10-11 OERV

ଯୀଶୁ ଗ୍ଭଲି ଯାଉଥିଲେ ଓ ପ୍ରେରିତମାନେ ଆକାଶକୁ ଗ୍ଭହିଁ ରହିଥିଲେ। ହଠାତ୍ ଦୁଇଜଣ ଧଳା ବସ୍ତ୍ର ପିନ୍ଧିଥିବା ପୁରୁଷ ସେମାନଙ୍କ ପାଖରେ ଆସି ଠିଆ ହେଲେ। ସେହି ଦୁଇଜଣ ପୁରୁଷ ପ୍ରେରିତମାନଙ୍କୁ କହିଲେ, “ହେ ଗାଲିଲୀର ଲୋକେ, ତୁମ୍ଭେମାନେ ଏଠାରେ ଠିଆ ହୋଇ ଆକାଶ ଆଡ଼େ କାହିଁକି ଗ୍ଭହିଁଛ? ଏହି ଯୀଶୁଙ୍କୁ ଯେପରି ତୁମ୍ଭମାନଙ୍କ ମଧ୍ୟରୁ ଉଠାଇ ନିଆଗଲା, ସେ ସ୍ୱର୍ଗକୁ ଗଲେ ଓ ତୁମ୍ଭେମାନେ ତାହାଙ୍କୁ ଉପରକୁ ଯିବାର ଯେପରି ଦେଖିଲ, ସେହିପରି ସେ ପୁଣି ଫେରି ଆସିବେ।”

Video ପ୍ରେରିତ 1:10-11

Ilmaiset lukusuunnitelmat ja hartaudet liittyen aiheeseen ପ୍ରେରିତ 1:10-11