ପ୍ରେରିତ 13:38-39

ପ୍ରେରିତ 13:38-39 OERV

ତେଣୁ ଭାଇମାନେ, ତୁମ୍ଭମାନଙ୍କର ଜାଣିବା ଉଚିତ୍ ଯେ, କେବଳ ଏହି ଜଣଙ୍କ ଦ୍ୱାରା ହିଁ ତୁମ୍ଭମାନଙ୍କର ସମସ୍ତ ପାପ କ୍ଷମା ହୋଇପାରେ। ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ତୁମ୍ଭେମାନେ ଯେଉଁ ମୁକ୍ତି ପାଇ ପାରିବ ନାହିଁ; ତାହାଙ୍କଠାରେ ବିଶ୍ୱାସ କରି ତୁମ୍ଭେମାନେ ସେହିସବୁ ପାପରୁ ମୁକ୍ତି ପାଇ ପାରିବ।

Video ପ୍ରେରିତ 13:39