ପ୍ରେରିତ 14:9-10

ପ୍ରେରିତ 14:9-10 OERV

ସେ ବସି ପାଉଲଙ୍କ କଥା ଶୁଣୁଥିଲା। ପାଉଲ ତାକୁ ସିଧାସଳଖ ଅନାଇ ଦେଖିଲେ ଯେ ସେ ସୁସ୍ଥ ହୋଇପାରିବ ବୋଲି ତା'ର ବିଶ୍ୱାସ ଅଛି। ସେ ଖୁ‌ବ୍‌‌ ଜୋ‌ର୍‌‌ରେ କହିଲେ, “ପାଦରେ ଭରା ଦେଇ ସିଧା ଠିଆ ହୁଅ।” ସେ ଛୋଟା ଲୋକଟି ଡେଇଁ ପଡ଼ିଲା ଓ ଗ୍ଭଲିବାକୁ ଆରମ୍ଭ କଲା।

Video ପ୍ରେରିତ 14:9-10