ପ୍ରେରିତ 19:11-12

ପ୍ରେରିତ 19:11-12 OERV

ପରମେଶ୍ୱର ପାଉଲଙ୍କ ମାଧ୍ୟମରେ ଅତି ଅସାଧାରଣ କାର୍ଯ୍ୟମାନ କରୁଥିଲେ। ତେଣୁ ପାଉଲ ସ୍ପର୍ଶ କରୁଥିବା ରୁମାଲ ଓ ଗାମୁଛା ନେଇ ରୋଗୀମାନଙ୍କ ଉପରେ ପକାଇ ଦେଉଥିଲେ ଓ ଏହିଭଳି ସେମାନେ ରୋଗରୁ ସୁସ୍ଥ ହୋଇଯାଉଥିଲେ। ସେମାନଙ୍କ ମଧ୍ୟରୁ ଭୂତାତ୍ମା ମଧ୍ୟ ଗ୍ଭଲିଯାଉଥିଲା।

Video ପ୍ରେରିତ 19:11-12