ପ୍ରେରିତ 2:2-4

ପ୍ରେରିତ 2:2-4 OERV

ସେତେବେଳେ ହଠାତ୍ ଆକାଶରୁ ଗୋଟିଏ ଶବ୍ଦ ଶୁଣାଗଲା। ଏହି ଶବ୍ଦ ଗୋଟିଏ ଭୀଷଣ ଝଡ଼ ବହିବା ପରି ଥିଲା। ଶବ୍ଦଟି ସେମାନେ ଯେଉଁ ଘର ଭିତରେ ବସିଥିଲେ, ସେହି ଘରର ଗ୍ଭରିଆଡ଼େ ବ୍ୟାପି ଗଲା। ସେମାନେ ଅଗ୍ନିଶିଖା ପରି ଜିହ୍ୱାଗୁଡ଼ିକ କିଛି ଦେଖିଲେ। ଏହି ଅଗ୍ନିଶିଖାସବୁ ଭାଗ ଭାଗ ହୋଇ ସେଠାରେ ଥିବା ପ୍ରତ୍ୟେକ ବ୍ୟକ୍ତିର ଉପରେ ରହିଲା। ସମସ୍ତେ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହେଲେ। ପବିତ୍ରଆତ୍ମାଙ୍କ ଦ୍ୱାରା ପାଉଥିବା ଶକ୍ତି ସାହାଯ୍ୟରେ ସେମାନେ ଭିନ୍ନ ଭିନ୍ନ ଭାଷାରେ କଥା କହିବାକୁ ଆରମ୍ଭ କଲେ।

Video ପ୍ରେରିତ 2:2-4

Ilmaiset lukusuunnitelmat ja hartaudet liittyen aiheeseen ପ୍ରେରିତ 2:2-4