ପ୍ରେରିତ 2:46-47

ପ୍ରେରିତ 2:46-47 OERV

ପ୍ରତିଦିନ ସେମାନେ ଏକାଠି ହୋଇ ଉପାସନା ମନ୍ଦିରରେ ପରସ୍ପରକୁ ଭେଟୁଥିଲେ। ସେ ସମସ୍ତଙ୍କର ଲକ୍ଷ୍ୟ ଏକ ଥିଲା। ସେମାନେ ସେମାନଙ୍କ ଘରେ ଏକତ୍ର ଖାଉଥିଲେ, ଏବଂ ଆନନ୍ଦପୂର୍ଣ୍ଣ ହୃଦୟରେ ପରସ୍ପରକୁ ଏଥିର ଅଂଶୀ କରାଉଥିଲେ। ବିଶ୍ୱାସୀମାନେ ଈଶ୍ୱରଙ୍କର ପ୍ରଶଂସା କଲେ। ସବୁ ଲୋକମାନେ ସେମାନଙ୍କୁ ଭଲ ପାଉଥିଲେ। ପ୍ରତିଦିନ ଅଧିକରୁ ଅଧିକ ଲୋକ ପରିତ୍ରାଣ ପାଉଥିଲେ। ପରିତ୍ରାଣ ପାଉଥିବା ଲୋକମାନଙ୍କୁ ପ୍ରଭୁ ବିଶ୍ୱାସୀମାନଙ୍କ ଦଳରେ ସଂଯୁକ୍ତ କରୁଥିଲେ।

Video ପ୍ରେରିତ 2:46-47

Ilmaiset lukusuunnitelmat ja hartaudet liittyen aiheeseen ପ୍ରେରିତ 2:46-47