ପ୍ରେରିତ 23:11
ପ୍ରେରିତ 23:11 OERV
ସେହି ରାତିରେ ପ୍ରଭୁ ପାଉଲଙ୍କ ପାଖରେ ଠିଆ ହୋଇ କହିଲେ, “ସାହସୀ ହୁଅ। ତୁମ୍ଭେ ମୋ’ ବିଷୟରେ ଯିରୁଶାଲମରେ ଯେପରି ସାକ୍ଷ୍ୟ ଦେଇଛ ଠିକ୍ ସେହିପରି ରୋମରେ ମଧ୍ୟ ଦେବ।”